Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:4 - ପବିତ୍ର ବାଇବଲ

4 ହେ ଅଶ୍ୱାରୋହୀଗଣ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର। ମସ୍ତକରେ ଶିରସ୍ତ୍ରାଣ ପିନ୍ଧି ଠିଆ ହୁଅ। କଲମକୁ ଧାରୁଆ କର ଓ ସାଞ୍ଜୁ ପିନ୍ଧ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହେ ଅଶ୍ଵାରୋହୀମାନେ, ତୁମ୍ଭେମାନେ ଅଶ୍ଵଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।

Gade chapit la Kopi

ଓଡିଆ ବାଇବେଲ

4 ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍‍କଣ କର, ସାଞ୍ଜୁଆ ପିନ୍ଧ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।

Gade chapit la Kopi




ଯିରିମୀୟ 46:4
11 Referans Kwoze  

ବାବିଲର ଧନୁର୍ଦ୍ଧରମାନେ ଆପଣା ଧନୁରେ ଗୁଣ ଦେବେ ନାହିଁ କି ସେମାନେ ଆପଣା ସାଞ୍ଜୁ ପିନ୍ଧିବେ ନାହିଁ। ତୁମ୍ଭେମାନେ ତାହାର ଯୁବକଗଣଙ୍କୁ ଦୟା କର ନାହିଁ ଓ ତା'ର ସମସ୍ତ ସୈନ୍ୟଙ୍କୁ ବିନାଶ କର।


ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଭବିଷ୍ୟ‌ଦ୍‌ବାକ୍ୟ ପଗ୍ଭର କରି କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଅମ୍ମୋନ ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି, “‘ଦେଖ, ‌‌ଖ‌ଡ଼୍‌ଗ କୋଷମୁକ୍ତ ହୋଇଅଛି। ତାହା ହତ୍ୟା ଓ ଗ୍ରାସ କରିବା ପାଇଁ ମାର୍ଜିତ ହୋଇଅଛି ଓ ବିଜୁଳି ପରି ଚକଚକ କରୁଅଛି।


ଆଉ ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ସାଞ୍ଚୁଆ ଧରି ରହିଲେ। ପୁଣି ଅଧିକାରୀମାନେ ଯିହୁଦାର ସମସ୍ତ ପରିବରର ପଛରେ ରହିଲେ।


ଉଷିୟ ସୈନ୍ୟଦଳକୁ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟେଣୀ ପାଇଁ ପଥର ଦେଲେ।


ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କ ମସ୍ତକରେ ପିତ୍ତଳ ଟୋପର ଦେଇ ତାହାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।


ତା'ର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା। ସେହି ସାଞ୍ଜୁଆଟି ପାଞ୍ଚ ସହସ୍ର ଶେକଲ ଓଜନ ପିତ୍ତଳର ଥିଲା।


ତୁମ୍ଭେମାନ ବାଣ ତୀ‌‌‌କ୍ଷ୍‌‌‌ଣ କର, ଦୃଢ଼କରି ଢାଲ ଧର। ସଦାପ୍ରଭୁ ମାଦିୟ ରାଜଗଣର ମନ ଉତ୍ତେଜିତ କରିଅଛନ୍ତି। କାରଣ ବାବିଲକୁ ନଷ୍ଟ କରିବାକୁ ସେ ସଂକଳ୍ପ କରିଅଛନ୍ତି। ଯେହେତୁ ବାବିଲର ସୈନ୍ୟମାନେ ସଦାପ୍ରଭୁଙ୍କ ମନ୍ଦିର ଧ୍ୱଂସ କରିଛନ୍ତି। ସେଥିପାଇଁ ସେ ପ୍ରତିଶୋଧ ସ୍ୱରୂପ ତାକୁ ଦଣ୍ଡ ଦେବେ।


ତୁମ୍ଭମାନଙ୍କ ରାଜ୍ୟ ମଧ୍ୟରେ ଏହା ଘୋଷଣା କର। ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ସମସ୍ତ ଯୋଦ୍ଧାମାନେ ଜାଗ୍ରତ ହୁଅ। ଯୁଦ୍ଧର ସମସ୍ତ ଲୋକମାନଙ୍କୁ ଜାଗ୍ରତ ହେବାକୁ ଡାକ ଏବଂ ଯୁଦ୍ଧ ଭୂମିରେ ସମ୍ମୁଖୀନ ହୁଅ।


ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭେମାନେ ପରାସ୍ତ ହେବ। ହେ ଦୂର ଦେଶୀୟ ଲୋକମାନେ, ତୁମ୍ଭେମାନେ ଧ୍ୟାନପୂର୍ବକ ଶୁଣ। ତୁମ୍ଭେମାନେ ଯୁଦ୍ଧପାଇଁ ପ୍ରସ୍ତୁତ ହେଲେବି ତୁମ୍ଭେମାନେ ପରାଜିତ ହେବ।


“ତୁମ୍ଭେମାନେ ମିଶରରେ ପ୍ରଗ୍ଭର କର, ମି‌ଗ୍‌ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫ‌‌‌ନ୍‌‌‌ହେଷରେ କୁହ, ‘ତୁମ୍ଭେମାନେ ଯୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ‌‌ଖ‌ଡ଼୍‌ଗ ତୁମ୍ଭ ଗ୍ଭରିଆଡ଼େ ଲୋକମାନଙ୍କୁ ବିନାଶ କରିଗ୍ଭଲିଛି।’


Swiv nou:

Piblisite


Piblisite