Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:8 - ପବିତ୍ର ବାଇବଲ

8 ଏହା ହେଉଛି ମିଶର ଯେ କି ନୀଳନଦୀ ତୁଲ୍ୟ ଉଠୁଅଛି। ତା'ର ଜଳରାଶି ନଦୀ ସମୂହର ତୁଲ୍ୟ ଉ‌‌‌ତ୍‌‌‌କ୍ଷିପ୍ତ ହେଉଅଛି। ଆଉ ସେ କହୁଅଛି, ‘ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଳାବିତ କରିବି, ମୁଁ ନଗର ସମୂହକୁ ଓ ତନ୍ନିବାସୀ ଲୋକମାନଙ୍କୁ ନଷ୍ଟ କରିବି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।

Gade chapit la Kopi

ଓଡିଆ ବାଇବେଲ

8 ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, “ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।

Gade chapit la Kopi




ଯିରିମୀୟ 46:8
7 Referans Kwoze  

“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ମିଶରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, “‘ତୁମ୍ଭେ ଗୋଟିଏ ଯୁବା ସିଂହ ତୁଲ୍ୟ, ତୁମ୍ଭେ ଗୋଟିଏ ସମୁଦ୍ର ରାକ୍ଷସ ପରି। ତୁମ୍ଭେ ନଦୀ ସମୂହର ଜଳକୁ ଅତିକ୍ରମ କରି ଓ ଆପଣା ପାଦରେ ଜଳ ଚହଲାଇ ତାକୁ ଗୋଳିଆ କର।’”


ଆଉ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “‘ହେ ମିଶରର ରାଜା ଫାରୋ, ମୁଁ ତୁମ୍ଭର ବିପକ୍ଷ ଅଟେ। ତୁମ୍ଭେ ଆପଣା ସ୍ରୋତ ସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ ଜୀବ କୁମ୍ଭୀର ସଦୃଶ। ତୁମ୍ଭେ କହିଅଛ, “ଏ ନଦୀ ମୋର, ମୁଁ ନିଜ ପାଇଁ ଏହାକୁ ସୃଷ୍ଟି କରିଅଛି।”


“ଆଉ ତାହା ପୁତ୍ରଗଣ ଯୁଦ୍ଧ କରିବେ। ସେମାନେ ଏକ ବିରାଟ ସୈନ୍ୟବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣରେ ସେମାନେ ବନ୍ୟାଜଳ ତୁଲ୍ୟ ଉଚ୍ଛୁଳି ବହିଯିବେ। ଏବଂ ସେମାନେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।


ସେହି ଯୋଗୁଁ ସମଗ୍ରଦେଶ ଥରିବ। ସେହି ରାଜ୍ୟରେ ବାସ କରୁଥିବା ପ୍ରତ୍ୟେକ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶର ନୀଳନଦୀ ପରି ସମଗ୍ର ଦେଶଟିର ଉ‌‌‌‌ତ୍‌‌‌‌ଥାପନ ପତନ ଘଟିବ। ଆଉ ଦେଶଟି ଆନ୍ଦୋଳିତ ହେବ।”


Swiv nou:

Piblisite


Piblisite