ଯିରିମୀୟ 48:12 - ପବିତ୍ର ବାଇବଲ12 ଆଉ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଲୋକ ପଠାଇ ତାକୁ ଢାଳି ପକାଇବା। ସେମାନେ ସେହି ପାତ୍ରକୁ ଢାଳି ଦେବେ ଓ ପାତ୍ରଗୁଡ଼ିକୁ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ। ଏପରି ସମୟ ଆସୁଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳିପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି। Gade chapit laଓଡିଆ ବାଇବେଲ12 ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।