Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:30 - ପବିତ୍ର ବାଇବଲ

30 ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର କ୍ରୋଧ ଜାଣୁ, ମାତ୍ର ତାହା କିଛି ନୁହେଁ ଓ ସେମାନଙ୍କର ଗର୍ବସବୁର କିଛି ମାନେ ନାହିଁ। ଏହା ଭିତ୍ତିହୀନ ବୋଲି ପ୍ରମାଣ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।

Gade chapit la Kopi

ଓଡିଆ ବାଇବେଲ

30 ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କ୍ରୋଧ ଜାଣୁ, ତାହା କିଛି ନୁହେଁ, ତାହାର ଗର୍ବସବୁ କିଛି ହିଁ ସାଧନ କରି ନାହିଁ।

Gade chapit la Kopi




ଯିରିମୀୟ 48:30
7 Referans Kwoze  

ଗଣକମାନେ ‌‌ଖ‌ଡ଼୍‌ଗରେ ବଧ ହେବ, ସେମାନେ କେଡ଼େ ନିର୍ବୋଧ ତାହା ଦେଖାଇବା ପାଇଁ ‌‌ ଖ‌ଡ଼୍‌ଗ ସୈନ୍ୟମାନଙ୍କୁ ବିନାଶ କରିବ, ଫଳରେ ସେମାନେ ଭୟଭୀତ ହେବେ।


ଏହା ଶୁଣା ଯାଉଛି ଯେ, ମୋୟାବ ଅତ୍ୟନ୍ତ ଗର୍ବୀ ଓ ଅହଙ୍କାରୀ। ସେ କେତେ ଆତ୍ମଭିମାନୀ ଗର୍ବୀ ଏବଂ କ୍ରୋଧୀ ମାତ୍ର, ତା'ର ଏ ଅହଙ୍କାର ଅଧିକ ସମୟ ରହିବ ନାହିଁ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।


ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି। ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।


କୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।


Swiv nou:

Piblisite


Piblisite