Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:31 - ପବିତ୍ର ବାଇବଲ

31 ତେଣୁ ଆମ୍ଭେ ମୋୟାବ ପାଇଁ ଓ ତା'ର ସମସ୍ତ ନିବାସୀ ପାଇଁ ହାହାକାର କରିବା। ଆଉ କୀର୍ହେରସର ଲୋକମାନଙ୍କ ପାଇଁ ମଧ୍ୟ ଆମ୍ଭେ ଶୋକ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।

Gade chapit la Kopi

ଓଡିଆ ବାଇବେଲ

31 ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।

Gade chapit la Kopi




ଯିରିମୀୟ 48:31
4 Referans Kwoze  

ମୋର ହୃଦୟ ମୋୟାବ ପାଇଁ ବିଳାପ କରୁଛି। ଲୋକମାନେ ଇଗ୍ଲତ୍-ଇଲୀଶୀୟା ଓ ଦୂରସ୍ଥ ସୋୟରକୁ ନିରାପତ୍ତା ପାଇଁ ପଳାୟନ କରୁଛନ୍ତି। ସେମାନେ ରୋଦନ କରି କରି ଲୂହୀତ-ଘାଟୀ ଉପରକୁ ଉଠୁଛନ୍ତି। ହୋରୋନୟିମ ପଥରେ ଯାଉଥିଲା ବେଳେ ଉଚ୍ଚ ସ୍ୱରରେ ବିଳାପ କରୁଛନ୍ତି।


ଇସ୍ରାଏଲର ସେନା ନଗରଟିକୁ ଧ୍ୱଂସ କରିଦେଲେ। ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତରଦ୍ୱାରା ପୂର୍ଣ୍ଣ କଲେ। ସେମାନେ ଜଳ ନିର୍ଝରଗୁଡ଼ିକୁ ବନ୍ଦ କରି ଦେଲେ। ଉତ୍ତମ ବୃକ୍ଷଗୁଡ଼ିକୁ କାଟି ପକାଇଲେ, ଇସ୍ରାଏଲୀୟମାନେ କୀ‌ର୍‌ହେରସ‌ତ୍‌ର ସମସ୍ତ ପଥରେ ଯୁଦ୍ଧ କଲେ। ସେମାନେ ଏହାର ଚତୁର୍ଦ୍ଦିଗରେ ଘେରିଗଲେ ଓ ଏହା ଉପରେ ମଧ୍ୟ ଆକ୍ରମଣ କଲେ।


“ଆମ୍ଭର ହୃଦୟ ମୋୟାବ ପାଇଁ ଦୁଃଖିତ ଓ ତା’ ପାଇଁ ଆମ୍ଭ ହୃଦୟ ମୃତ୍ୟୁକାଳୀନ ବଂଶୀବାଦନ ପରି ବାଜୁ ଅଛି। ଆଉ ମଧ୍ୟ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀପରି ବାଜୁ ଅଛି। କାରଣ ସେମାନଙ୍କର ଧନ ସମ୍ପଦସବୁ ଅପହରଣ କରାଯାଇଅଛି।


Swiv nou:

Piblisite


Piblisite