Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:34 - ପବିତ୍ର ବାଇବଲ

34 “ହି‌‌‌ଶ୍‌‌‌ବୋନ୍ ଓ ଇଲିୟାଲୀର କ୍ରନ୍ଦନ ଯହସ ପର୍ଯ୍ୟନ୍ତ ଶୁଣା ଯାଇଅଛି। ଆଉ ମଧ୍ୟ ସେହି କ୍ରନ୍ଦନ ସୋୟରଠାରୁ ହୋରୋନୟିମ ଓ ଇଗ୍ଲଥ୍ ଶଲୀଶୀୟା ପର୍ଯ୍ୟନ୍ତ ଶ୍ରୁତିଗୋଚର ହୋଇଅଛି। କାରଣ ନିମ୍ରୀମର ଜଳସବୁ ଶୁଷ୍କ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ହିଶ୍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ୍ ପର୍ଯ୍ୟନ୍ତ, ଇଗ୍ଲତ୍ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର-ଶଦ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

34 ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍‍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାରଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ହିଷ୍‍ବୋନର ଚିତ୍କାର ସ୍ଥାନଠାରୁ ଇଲୀୟାଲୀ ପର୍ଯ୍ୟନ୍ତ, ମଧ୍ୟ ଯହସ ପର୍ଯ୍ୟନ୍ତ, ସୋୟରଠାରୁ ହୋରୋନୟିମ ପର୍ଯ୍ୟନ୍ତ, ଇଗ୍ଲତ୍‍-ଶଲୀଶୀୟା ପର୍ଯ୍ୟନ୍ତ ସେମାନେ ଚିତ୍କାର ଶବ୍ଦ ଉଠାଇଅଛନ୍ତି; କାରଣ ନିମ୍ରୀମର ଜଳସମୂହ ମଧ୍ୟ ଶୂନ୍ୟ ହେବ।

Gade chapit la Kopi




ଯିରିମୀୟ 48:34
10 Referans Kwoze  

ସେମାନେ କହିଲେ, “ତୁମ୍ଭର ଏହି ସେବକମାନଙ୍କର ବହୁ ମେଷ ଓ ଗୋରୁଗାଈ ଅଛନ୍ତି। ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ ପାଇଁ ପରାସ୍ତ କରିଅଛନ୍ତି, ତାହା ଆମ୍ଭର ମେଷଗୁଡ଼ିକ ନିମନ୍ତେ ଓ ଗୋରୁଗାଈ ନିମନ୍ତେ ଉତ୍ତମ ଅଟେ। ସେ ସବୁ ଦେଶଗୁଡ଼ିକ ହେଲେ, ଅଟାରୋତ୍, ଦୀବୋନ, ଯାସେର, ନିମ୍ରା, ହି‌ଷ୍‌ବୋନ, ଇଲିୟାଲୀ, ସି‌ବ୍‌ମା, ନବୋ ଓ ବିୟୋନ।


କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରି ଉପରକୁ ଉଠିବେ। ଯେହେତୁ ହୋରୋନୟିମର ଗଡ଼ାଣି ପଥରେ ସେମାନେ ବିନାଶ ହେତୁ ସଙ୍କଟ ସୂଚକ କ୍ରନ୍ଦନ ଶୁଣିଅଛନ୍ତି।


ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।


ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା।


ଏହି ସମସ୍ତ ରାଜାଗଣ ମିଳିତଭାବେ ସଦୋମର ରାଜା ବିରା, ହମୋରାର ରାଜା ବିର୍ଶା, ଅଦ୍ମାର ରାଜା ଶିନାବ୍ ଓ ସବୋୟିମର ରାଜା ଶିମେବର ଓ ବିଲାର, ସୋୟରର ରାଜାଙ୍କ ସହିତ ଯୁଦ୍ଧ କଲେ।


ଯହସ୍, କଦେମୋତ୍ ଓ ମେଫାତ୍।


ମୋୟାବ ସମସ୍ତ ଉଚ୍ଚ ଭୂମିମାନଙ୍କରେ ଓ ନିକଟବର୍ତ୍ତୀ ନଗର ଯଥା: ହଲୋନ, ଯହସ ଓ ମେଫାତରେ ପ୍ରଗ୍ଭର କର।


Swiv nou:

Piblisite


Piblisite