ଯିରିମୀୟ 48:4 - ପବିତ୍ର ବାଇବଲ4 ମୋୟାବ ଧ୍ୱଂସ ପାଇବ ଓ ତାହାର ଛୋଟ ପିଲାମାନେ ସାହାଯ୍ୟ ପାଇଁ କ୍ରନ୍ଦନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକ-ମାନଙ୍କର କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି। Gade chapit laଓଡିଆ ବାଇବେଲ4 ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋୟାବ ନଷ୍ଟ ହେଲା; ତାହାର କ୍ଷୁଦ୍ର ଲୋକମାନଙ୍କର କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି। Gade chapit la |
ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।