ଯିରିମୀୟ 48:44 - ପବିତ୍ର ବାଇବଲ44 ଯେତେବେଳେ ଲୋକମାନେ ଭୟରେ ଦୌଡ଼ିବେ, ସେମାନେ ଖାତ ଭିତରେ ପଡ଼ିବେ ଏବଂ ଯେତେବେଳେ ସେମାନେ ଖାତରୁ ବାହାରକୁ ପଡ଼ିବେ, ସେମାନେ ଧରାଯିବେ। ସଦାପ୍ରଭୁ କହନ୍ତି, ଏହା ଘଟିବ କାରଣ ମୁଁ ମୋୟାବ ଉପରେ ଶାସ୍ତିର ବର୍ଷ ଆଣିବି।” Gade chapit laପବିତ୍ର ବାଇବଲ (Re-edited) - (BSI)44 ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା। Gade chapit laଓଡିଆ ବାଇବେଲ44 ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା। Gade chapit la |
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”