ଯିରିମୀୟ 48:47 - ପବିତ୍ର ବାଇବଲ47 “ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷକାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱ ସ୍ଥାନରୁ ଫେରାଇ ଆଣିବା।” ମୋୟାବ ବିଷୟରେ ଏହା ଶେଷ ବିଗ୍ଭର। Gade chapit laପବିତ୍ର ବାଇବଲ (Re-edited) - (BSI)47 ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା। ମୋୟାବର ବିଚାର କଥା ଏତିକି। Gade chapit laଓଡିଆ ବାଇବେଲ47 ତଥାପି ସଦାପ୍ରଭୁ କହନ୍ତି, “ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି। Gade chapit la |
ସେହି ସମୟରେ ଏକ ସ୍ୱତନ୍ତ୍ର ଉପହାର ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟକୁ ଅଣା ହେବ। ସେହି ନୈବେଦ୍ୟ ସେହି ଦୀର୍ଘକାୟ ଓ ଶକ୍ତିଶାଳୀ ଲୋକମାନଙ୍କଠାରୁ ଆସିବ। ସବୁ ସ୍ଥାନରେ ଲୋକମାନେ ଏହି ଦୀର୍ଘକାୟ ଶକ୍ତିଶାଳୀ ଲୋକଙ୍କୁ ଭୟ କରିବେ। କାରଣ ସେମାନେ ଏକ ଶକ୍ତିଶାଳୀ ଗୋଷ୍ଠୀ। ସେ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ପରାଜିତ କରିବେ। ସେହି ଦେଶ ନଦନଦୀ ଦ୍ୱାରା ବିଭକ୍ତ ହୋଇଛି। ସେହି ନୈବେଦ୍ୟ ସିୟୋନ ପର୍ବତର ସଦାପ୍ରଭୁଙ୍କ ବାସ ସ୍ଥାନରୁ ଆସିବ।
ଅନେକ ଦିନ ପରେ ତୁମ୍ଭକୁ ଅସ୍ତ୍ର ପାଇଁ ନିବେଦନ କରାଯିବ। ପରବର୍ତ୍ତୀ ବର୍ଷମାନଙ୍କରେ ଯୁଦ୍ଧରୁ ପୂର୍ବାବସ୍ଥାକୁ ଫେରୁଥିବା ଦେଶମାନଙ୍କୁ ଆକ୍ରମଣ କରିବ, ଯାହାର ବହୁ ଦେଶରୁ ଲୋକମାନେ ପର୍ବତ ଉପରେ ଏକତ୍ରିତ ହୋଇଛନ୍ତି। ଯେଉଁମାନେ ଅତୀତରେ ବାରମ୍ବାର ବିଧ୍ୱସ୍ତ ହୋଇଥିଲେ କିନ୍ତୁ ଦେଶଗୁଡ଼ିକରୁ ସେମାନଙ୍କୁ ଅଣାଯାଇଛି ଏବଂ ସେମାନେ ସମସ୍ତେ ସେଠାରେ ନିରାପଦରେ ବାସ କରୁଛନ୍ତି।