ଯିରିମୀୟ 48:5 - ପବିତ୍ର ବାଇବଲ5 କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରି ଉପରକୁ ଉଠିବେ। ଯେହେତୁ ହୋରୋନୟିମର ଗଡ଼ାଣି ପଥରେ ସେମାନେ ବିନାଶ ହେତୁ ସଙ୍କଟ ସୂଚକ କ୍ରନ୍ଦନ ଶୁଣିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। Gade chapit laଓଡିଆ ବାଇବେଲ5 କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। Gade chapit la |