ଯିରିମୀୟ 48:6 - ପବିତ୍ର ବାଇବଲ6 ପଳାୟନ କର! ପଳାଇ ଯାଇ ଆପଣା ଆପଣା ପ୍ରାଣ ରକ୍ଷା କର। ଆଉ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ଉଡ଼ିଯାଅ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ। Gade chapit laଓଡିଆ ବାଇବେଲ6 ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ। Gade chapit la |
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।