ଯିରିମୀୟ 48:7 - ପବିତ୍ର ବାଇବଲ7 “ତୁମ୍ଭେମାନେ ନିଜ କର୍ମରେ ଓ ଧନ ସମ୍ପତ୍ତିରେ ନିର୍ଭର କରିଅଛ। ଏଣୁ ତୁମ୍ଭେମାନେ ଧରାଯିବ। ଆଉ କମୋଶ ତା'ର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ। Gade chapit laଓଡିଆ ବାଇବେଲ7 କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ। Gade chapit la |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।
ଆମ୍ଭେ ଶଲୋମନର ରାଜ୍ୟ କାଢ଼ି ନେବାର କାରଣ ହେଉଛି, ସେ ଆମ୍ଭର ପଶ୍ଚାଦ୍ଗାମୀ ହେଲା ନାହିଁ। ସେ ମୋତେ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବତା, ମୋୟାବର କମୋଶ୍ ଦେବତାକୁ ଓ ଅମ୍ମୋନୀୟମାନଙ୍କର ମିଲ୍କମ୍ ଦେବତାକୁ ପ୍ରଣାମ କରିଅଛି। ମୋ’ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା'ର ପିତା ଦାଉଦ ପରି ସେ ମୋର ନିର୍ଦ୍ଦେଶ ଓ ନିୟମ ଆଜ୍ଞା ମାନିଲା ନାହିଁ।