ଯିରିମୀୟ 49:1 - ପବିତ୍ର ବାଇବଲ1 ଅମ୍ମୋନ ସନ୍ତାନଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ହେ ଅମ୍ମୋନୀୟ ସନ୍ତାନଗଣ, ତୁମ୍ଭେମାନେ କ’ଣ ଭାବୁଛ ଇସ୍ରାଏଲର ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କ’ଣ କେହି ନାହାନ୍ତି? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁରେ ନଗର ସମୂହରେ ବାସ କରୁଅଛନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି? Gade chapit laଓଡିଆ ବାଇବେଲ1 ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି? Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।