Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:27 - ପବିତ୍ର ବାଇବଲ

27 “ପୁଣି ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା ଓ ତାହା ବି‌‌‌ନ୍‌‌‌ହଦର ସୁଦୃଢ଼ ଅଟ୍ଟାଳିକାସବୁ ଗ୍ରାସ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, ଆମ୍ଭେ ଦାମାସ୍କସ୍ର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦର ଅଟ୍ଟାଳିକାସବୁ ଗ୍ରାସ କରିବ।

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।”

Gade chapit la Kopi




ଯିରିମୀୟ 49:27
7 Referans Kwoze  

ନବୂଖ‌ଦ୍‌ନିତ୍ସର ମିଶର ଦେଶସ୍ଥ ସମସ୍ତ ଦେବାଳୟରେ ଅଗ୍ନି ସଂଯୋଗ କରିବ। ସେ ସେଗୁଡ଼ିକୁ ପୋଡ଼ି ସମସ୍ତ ମୂର୍ତ୍ତି ବାବିଲକୁ ନେଇଯିବ। ପୁଣି ମେଷପାଳକ ଯେପରି ଆପଣା ବସ୍ତ୍ରକୁ ପରିଚ୍ଛନ୍ନ କରେ ସେହିପରି ସେ ମିଶରକୁ ନିର୍ମଳ କରିବ। ସେ ମିଶରରେ ଶାନ୍ତି ସ୍ଥାପନ କରି ପ୍ରସ୍ଥାନ କରିବ।


ତେଣୁ ସଦାପ୍ରଭୁ ଇସ୍ରାଏଲର ଉଦ୍ଧାର ପାଇଁ ଏକ ଲୋକ ପଠାଇଲେ। ଫଳରେ ଇସ୍ରାଏଲୀୟମାନେ ଅରାମୀୟମାନଙ୍କଠାରୁ ମୁକ୍ତ ହେଲେ ଓ ପୂର୍ବପରି ନିଜ ନିଜ ଗୃହକୁ ଗଲେ।


ଏଥିରେ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ କ୍ରୋଧାନ୍ୱିତ ହେଲେ। ତେଣୁ ସେ ଅରାମର ରାଜା ହସାୟେଲ ଓ ତାଙ୍କର ପୁତ୍ର ବି‌ନ୍‌ହଦଦ୍ ଶାସନର ଅଧୀନରେ ଇସ୍ରାଏଲକୁ ଦିର୍ଘ ସମୟ ପାଇଁ ଦେଲେ।


ଅହଙ୍କାରୀ ଜଣକ ଝୁଣ୍ଟି ପଡ଼ିବ ଓ କେହି ତାକୁ ଉଠାଇବେ ନାହିଁ। ପୁଣି ଆମ୍ଭେ ତା'ର ନଗରରେ ଅଗ୍ନି ଲଗାଇବା ଓ ସେ ତା'ର ଚତୁର୍ଦ୍ଦିଗରେ ସମସ୍ତଙ୍କୁ ଗ୍ରାସ କରିବ।”


Swiv nou:

Piblisite


Piblisite