ଯିରିମୀୟ 49:29 - ପବିତ୍ର ବାଇବଲ29 ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲକୁ ନେଇଯିବେ। ସେମାନଙ୍କର ଯବନିକା, ସେମାନଙ୍କର ଯାବତୀୟ ପାତ୍ର ଓ ଓଟ ପଲକୁ ସେମାନେ ନିଜ ପାଇଁ ନେଇଯିବେ। ଆଉ ‘ସେମାନଙ୍କ ଚତୁର୍ଦ୍ଦିଗରେ ଆଶଙ୍କା ବୋଲି’ ସେମାନେ ଉଚ୍ଚସ୍ୱରରେ କହିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)29 ଲୋକମାନେ ସେମାନଙ୍କର ତମ୍ଵୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଉଷ୍ଟ୍ରଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ଚତୁର୍ଦ୍ଦିଗରେ ଆଶଙ୍କା ବୋଲି ଉଚ୍ଚ ସ୍ଵରରେ ସେମାନଙ୍କୁ କହିବେ। Gade chapit laଓଡିଆ ବାଇବେଲ29 ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚ ସ୍ୱରରେ ସେମାନଙ୍କୁ କହିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ। Gade chapit la |