ଯିରିମୀୟ 49:30 - ପବିତ୍ର ବାଇବଲ30 ସଦାପ୍ରଭୁ କହନ୍ତି, “ହେ ହାତ୍ସୋର ନିବାସୀଗଣ, ପଳାୟନ କର। ନିରାପଦ ସ୍ଥାନରେ ଲୁଚି ରୁହ। କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି। ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ ପାଇଁ ସଂକଳ୍ପ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)30 ସଦାପ୍ରଭୁ କହନ୍ତି, ହେ ହାତ୍ସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଙ୍କଳ୍ପ ସ୍ଥିର କରିଅଛି। Gade chapit laଓଡିଆ ବାଇବେଲ30 ସଦାପ୍ରଭୁ କହନ୍ତି, “ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।