ଯିରିମୀୟ 49:33 - ପବିତ୍ର ବାଇବଲ33 “ହାତ୍ସୋର ଶୃଗାଳମାନଙ୍କର ବାସସ୍ଥାନ ହେବ। କୌଣସି ଲୋକ ସେଠାରେ ବାସ କରିବେ ନାହିଁ, କିଅବା କୌଣସି ମନୁଷ୍ୟ ସନ୍ତାନ ତା’ ମଧ୍ୟରେ ପ୍ରବାସ କରିବେ ନାହିଁ। ତାହା ଚିରକାଳ ନିର୍ଜନ ସ୍ଥାନ ହୋଇ ରହିବ।” Gade chapit laପବିତ୍ର ବାଇବଲ (Re-edited) - (BSI)33 ପୁଣି, ହାତ୍ସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ-ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। Gade chapit laଓଡିଆ ବାଇବେଲ33 “ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।” Gade chapit la |
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”