Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:38 - ପବିତ୍ର ବାଇବଲ

38 ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଏଲମରେ ଆମ୍ଭର ସିଂହାସନ ସ୍ଥାପନ କରିବା ଓ ସେ ସ୍ଥାନରୁ ରାଜାକୁ ଓ ଅଧିପତିମାନଙ୍କୁ ଉଚ୍ଛିନ୍ନ କରାଇବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।

Gade chapit la Kopi

ଓଡିଆ ବାଇବେଲ

38 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ଏଲମ୍‍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍‍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।

Gade chapit la Kopi




ଯିରିମୀୟ 49:38
5 Referans Kwoze  

ସେମାନଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଦେଖ, ଆମ୍ଭେ ଆମ୍ଭର ଗ୍ଭକର ବାବିଲର ରାଜା ନବୂଖ‌ଦ୍‌ନିତ୍ସରକୁ ଆସିବା ପାଇଁ ଆଦେଶ ଦେଇଛୁ ଓ ଆମ୍ଭେ ଯେଉଁ ପ୍ରସ୍ତରକୁ ଲୁଗ୍ଭଇ ରଖିଅଛୁ, ତାହା ଉପରେ ଆପଣା ରାଜକୀୟ ଚନ୍ଦ୍ରାତାପ ବିସ୍ତାର କରିବ।


ପୁଣି ଆମ୍ଭେ ଏଲମର ଲୋକମାନଙ୍କୁ ସେମାନଙ୍କର ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କର ପ୍ରାଣନାଶକାରୀଙ୍କ ସମ୍ମୁଖରେ ବିନାଶ କରିବା।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କ୍ରୋଧ ଘଟାଇବା ଓ ସେମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କ ପଛରେ ଏକ ‌‌ଖ‌ଡ଼୍‌ଗ ପଠାଇବା।”


ମାତ୍ର ସଦାପ୍ରଭୁ କହନ୍ତି, “ଆମ୍ଭେ ଶେଷ କାଳରେ ଏଲମକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।”


ତୁମ୍ଭେ ସେହି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ। ହେ ସଦାପ୍ରଭୁ, ତୁମ୍ଭେ ସେହି ଦୁଷ୍ଟ ଲୋକଙ୍କୁ ମଧ୍ୟ ଧ୍ୱଂସ କରିଛ। ତୁମ୍ଭେ ସେହି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦେଇଛ। ଆଜି ସେହିମାନଙ୍କ ମଧ୍ୟରୁ କେହି ଜୀବିତ ନାହାନ୍ତି।


Swiv nou:

Piblisite


Piblisite