Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:9 - ପବିତ୍ର ବାଇବଲ

9 “ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ଦ୍ରାକ୍ଷାଫଳ ସଂଗ୍ରହ କଲାବେଳେ କିଛି ଫଳ ଗଛରେ ଛାଡ଼ିଥା’ନ୍ତି। ଯଦି ଗ୍ଭେରମାନେ ରାତ୍ରିରେ ଆସନ୍ତି, ତେବେ ସେମାନେ ସମସ୍ତ ନେଇପାରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯେବେ ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

9 ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?

Gade chapit la Kopi




ଯିରିମୀୟ 49:9
4 Referans Kwoze  

“ସେହି ସମୟ ଲୋକମାନେ ଜୀତବୃକ୍ଷର ଫଳ ସଂଗ୍ରହ କଲାପରି ହେବ। ସେମାନେ ଜୀତବୃକ୍ଷରୁ ଫଳ ତୋଳିବେ, ମାତ୍ର ବୃକ୍ଷର ଅଗ୍ରଭାବରେ ଦୁଇ ତିନି ଗୋଟି ଫଳ ରହିଯିବ। ଫଳବାନ୍ ଗଛରେ ମଧ୍ୟ ଗ୍ଭରି ପାଞ୍ଚଟା ଫଳ ତୋଳିଲା ବେଳେ ରହିଯିବ। ସେହିପରି ଅବସ୍ଥା ନଗରଗୁଡ଼ିକରେ ଘଟିବ।” ସର୍ବଶକ୍ତିମାନ ସଦାପ୍ରଭୁ ତାହା କହିଥିଲେ।


“ତୁମ୍ଭେମାନେ ଅମଳ ସମୟରେ ଯେବେ ଶସ୍ୟ କାଟୁଛ ତେବେ କ୍ଷେତ୍ରକୁ ନିଃଶେଷ କରି ଶସ୍ୟ କାଟିବ ନାହିଁ। କିମ୍ବା ନିଜ ଶସ୍ୟକ୍ଷେତ୍ରରୁ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି, “ଦ୍ରାକ୍ଷା ସଂଗ୍ରହ କଲାପରି ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଏକତ୍ରିତ କର: ଏହାର ଶାଖାରେ ହାତ ବୁଲାଅ।”


Swiv nou:

Piblisite


Piblisite