ଯିରିମୀୟ 5:15 - ପବିତ୍ର ବାଇବଲ15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା ସେ ଏକ ବଳବାନ୍ ଗୋଷ୍ଠୀ ଓ ପ୍ରାଚୀନ ଗୋଷ୍ଠୀ। ସେ ଗୋଷ୍ଠୀର ଭାଷା ତୁମ୍ଭେମାନେ ଜାଣ ନାହିଁ। ଆଉ ସେମାନଙ୍କର କଥା ତୁମ୍ଭେମାନେ ବୁଝିପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକି ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେ ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ। Gade chapit laଓଡିଆ ବାଇବେଲ15 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।
ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।
“ଏହା ପରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ମୋର ସମ୍ମୁଖରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶୟ ବଳବାନ୍ ଥିଲା ଓ ତାହାର ବଡ଼ ବଡ଼ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶ ଗୋଟି ଶିଙ୍ଗ ଥିଲା।