ଯିରିମୀୟ 5:21 - ପବିତ୍ର ବାଇବଲ21 ‘ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ତୁମ୍ଭେମାନେ ଚକ୍ଷୁ ଥାଉ ଥାଉ ଦେଖୁ ନାହଁ, କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ। ଏବେ ଏହି କଥା ତୁମ୍ଭେମାନେ ଶୁଣ। Gade chapit laପବିତ୍ର ବାଇବଲ (Re-edited) - (BSI)21 ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ; Gade chapit laଓଡିଆ ବାଇବେଲ21 ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 “ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ; Gade chapit la |
ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।