ଯିରିମୀୟ 5:23 - ପବିତ୍ର ବାଇବଲ23 ମାତ୍ର ଯିହୁଦାର ଲୋକମାନେ ଅବାଧ୍ୟ ଓ ପ୍ରତିକୂଳାଗ୍ଭରୀ। ସେମାନେ ସର୍ବଦା ଆମ୍ଭ ବିରୁଦ୍ଧରେ ଯୋଜନା କରିଛନ୍ତି ଓ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)23 ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି। Gade chapit laଓଡିଆ ବାଇବେଲ23 ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି। Gade chapit la |
ଯଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ୱରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତେବେ ସେମାନଙ୍କର ସନ୍ତାନଗଣ ସେମାନଙ୍କର ପୂର୍ବପୁରୁଷଙ୍କ ପରି ହେବେ ନାହିଁ। ସେମାନଙ୍କ ପୂର୍ବପୁରୁଷଗଣ ପରମେଶ୍ୱରଙ୍କ ବିରୁଦ୍ଧରେ ଗଲେ। ଏବଂ ସେମାନେ ତାଙ୍କ ଆଦେଶ ମାନିଲେ ନାହିଁ। ସେମାନଙ୍କର ହୃଦୟ ଦୃଢ଼ ପରମେଶ୍ୱରଙ୍କଠାରେ ସମର୍ପିତ ନ ଥିଲା। ସେମାନଙ୍କର ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।