ଯିରିମୀୟ 50:1 - ପବିତ୍ର ବାଇବଲ1 ସଦାପ୍ରଭୁ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ବାବିଲ ବିଷୟରେ ଓ କଲ୍ଦୀୟମାନଙ୍କ ବିଷୟରେ ଏହି ବାର୍ତ୍ତା ଦେଲେ। ତାହା ଏହିପରି: Gade chapit laପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା। Gade chapit laଓଡିଆ ବାଇବେଲ1 ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା। Gade chapit la |
ତେଣୁ ସୋର ଲୋକମାନେ କୁହନ୍ତି, “ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।” ମାତ୍ର କଲ୍ଦୀୟମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀୟମାନେ ତାକୁ ଆକ୍ରମଣ କରି ତା'ର ଗ୍ଭରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା'ର ସୈନ୍ୟମାନେ ସେହି ରମଣୀୟ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନେଇଛନ୍ତି। ବାବିଲକୁ ଧ୍ୱଂସ ସ୍ତୁପରେ ପରିଣତ କରି ତାକୁ ବନ୍ୟ ଜନ୍ତୁଙ୍କର ବାସସ୍ଥଳୀରେ ପରିଣତ କରିଛନ୍ତି।