ଯିରିମୀୟ 50:11 - ପବିତ୍ର ବାଇବଲ11 “ହେ ବାବିଲ, ତୁମ୍ଭେ ମୋର ସମ୍ପତ୍ତିର ଲୁଣ୍ଠନ କରିଛ। ତୁମ୍ଭେମାନେ ଆନନ୍ତ ଓ ଉଲ୍ଲାସ କରୁଅଛ। ତୁମ୍ଭେମାନେ ଶସ୍ୟ ମର୍ଦ୍ଦନକାରୀ ବଳଦ ସଦୃଶ କୁଦା ମାରୁଛ ଓ ବଳବାନ୍ ଅଶ୍ୱପରି ହେସ୍ରାରାବ କରୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)11 ହେ ଆମ୍ଭର ଅଧିକାର ଅପହାରକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ଵ ପରି ନାସାଶଦ୍ଦ କରୁଅଛ; Gade chapit laଓଡିଆ ବାଇବେଲ11 “ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ; Gade chapit la |