ଯିରିମୀୟ 50:12 - ପବିତ୍ର ବାଇବଲ12 “କିନ୍ତୁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ, ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶ ହେବେ। ବାବିଲ ଗୋଷ୍ଠୀଗଣ ମଧ୍ୟରେ ନ୍ୟୁନ ହେବ। ଆଉ ସେ ପ୍ରାନ୍ତର ଶୁଷ୍କସ୍ଥାନ ଓ ମରୁଭୂମି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ। Gade chapit laଓଡିଆ ବାଇବେଲ12 ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ। Gade chapit la |
ତେଣୁ ସୋର ଲୋକମାନେ କୁହନ୍ତି, “ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।” ମାତ୍ର କଲ୍ଦୀୟମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀୟମାନେ ତାକୁ ଆକ୍ରମଣ କରି ତା'ର ଗ୍ଭରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା'ର ସୈନ୍ୟମାନେ ସେହି ରମଣୀୟ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନେଇଛନ୍ତି। ବାବିଲକୁ ଧ୍ୱଂସ ସ୍ତୁପରେ ପରିଣତ କରି ତାକୁ ବନ୍ୟ ଜନ୍ତୁଙ୍କର ବାସସ୍ଥଳୀରେ ପରିଣତ କରିଛନ୍ତି।