ଯିରିମୀୟ 50:19 - ପବିତ୍ର ବାଇବଲ19 “‘ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତା'ର ଚରାସ୍ଥାନକୁ ଆଣିବା, ସେ କର୍ମିଲ ଓ ବାଶନ ଉପରେ ଚରିବ। ଆଉ ସେ ଇଫ୍ରୟିମର ଓ ଗିଲିୟଦର ପର୍ବତମାନଙ୍କ ଉପରେ ଭୋଜନ କରି ପରିତୃପ୍ତ ହେବ।’” Gade chapit laପବିତ୍ର ବାଇବଲ (Re-edited) - (BSI)19 ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ। Gade chapit laଓଡିଆ ବାଇବେଲ19 ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ। Gade chapit la |
ଅନେକ ଦିନ ପରେ ତୁମ୍ଭକୁ ଅସ୍ତ୍ର ପାଇଁ ନିବେଦନ କରାଯିବ। ପରବର୍ତ୍ତୀ ବର୍ଷମାନଙ୍କରେ ଯୁଦ୍ଧରୁ ପୂର୍ବାବସ୍ଥାକୁ ଫେରୁଥିବା ଦେଶମାନଙ୍କୁ ଆକ୍ରମଣ କରିବ, ଯାହାର ବହୁ ଦେଶରୁ ଲୋକମାନେ ପର୍ବତ ଉପରେ ଏକତ୍ରିତ ହୋଇଛନ୍ତି। ଯେଉଁମାନେ ଅତୀତରେ ବାରମ୍ବାର ବିଧ୍ୱସ୍ତ ହୋଇଥିଲେ କିନ୍ତୁ ଦେଶଗୁଡ଼ିକରୁ ସେମାନଙ୍କୁ ଅଣାଯାଇଛି ଏବଂ ସେମାନେ ସମସ୍ତେ ସେଠାରେ ନିରାପଦରେ ବାସ କରୁଛନ୍ତି।