ଯିରିମୀୟ 50:21 - ପବିତ୍ର ବାଇବଲ21 ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍ ଓ ପକୋଦ ନିବାସୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କର। ସେମାନଙ୍କ ପଛେ ପଛେ ଯାଇ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ନିଃଶେଷ କର। ଆମ୍ଭର ଆଜ୍ଞାକୁ କହିବାନୁସାରେ ପାଳନ କର। Gade chapit laପବିତ୍ର ବାଇବଲ (Re-edited) - (BSI)21 ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍ (ଦ୍ଵିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର। Gade chapit laଓଡିଆ ବାଇବେଲ21 ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର। Gade chapit la |
ପାରସ୍ୟର ରାଜା କୋରସ୍ କହନ୍ତି, ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ମୋତେ ସାରା ପୃଥିବୀ ଉପରେ ରାଜା କରିଛନ୍ତି। ସେ ମୋତେ ଯିହୁଦାସ୍ଥିତ ଯିରୁଶାଲମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାର ଦାୟିତ୍ୱ ଦେଇଅଛନ୍ତି। ବର୍ତ୍ତମାନ, ତୁମ୍ଭେ ଯେଉଁମାନେ ପରମେଶ୍ୱରଙ୍କ ଲୋକ ଅଟ, ଯିରୁଶାଲମକୁ ଫେରି ଯିବା ନିମନ୍ତେ ସ୍ୱାଧୀନ ଅଟ ଏବଂ ସଦାପ୍ରଭୁ ପରମେଶ୍ୱର ତୁମ୍ଭ ପ୍ରତ୍ୟେକଙ୍କ ସହିତରେ ରୁହନ୍ତୁ।