ଯିରିମୀୟ 50:24 - ପବିତ୍ର ବାଇବଲ24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାଶ ବସାଇଥିଲୁ, ଏବଂ ଅଜାଣତରେ ତୁମ୍ଭେ ସେହି ଫାଶରେ ପଡ଼ିଯାଇଛ। ତୁମ୍ଭକୁ ଧରାଗଲା କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲ Gade chapit laପବିତ୍ର ବାଇବଲ (Re-edited) - (BSI)24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ। Gade chapit laଓଡିଆ ବାଇବେଲ24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ। Gade chapit la |