ଯିରିମୀୟ 50:28 - ପବିତ୍ର ବାଇବଲ28 ଯେଉଁ ରକ୍ଷାପ୍ରାପ୍ତ ପଳାତକମାନେ ବାବିଲ ଦେଶରୁ ସିୟୋନକୁ ଗ୍ଭଲି ଯାଉଥିଲେ, ସେମାନେ ସମସ୍ତଙ୍କୁ କହୁଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର ସମୟ ଆସିଯାଇଛି। କଲ୍ଦୀୟମାନେ ତାଙ୍କର ମନ୍ଦିର ଭାଙ୍ଗିଛନ୍ତି। ତେଣୁ ସେ ବାବିଲକୁ ଧ୍ୱଂସ କରୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ। Gade chapit laଓଡିଆ ବାଇବେଲ28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ। Gade chapit la |
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।