Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:45 - ପବିତ୍ର ବାଇବଲ

45 ଏଣୁ ସଦାପ୍ରଭୁ ବାବିଲ ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କ‌‌ଲ୍‌‌ଦୀୟମାନଙ୍କ ବିପକ୍ଷରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ। ଲୋକମାନେ ସେମାନଙ୍କ ପଲର ଛୁଆମାନଙ୍କୁ ଟାଣି ନେଇଯିବେ। ସେମାନଙ୍କର ଚରାଭୂମି ଓ ନିବାସସ୍ଥାନ ଶୂନ୍ୟ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ-ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।

Gade chapit la Kopi

ଓଡିଆ ବାଇବେଲ

45 ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।

Gade chapit la Kopi




ଯିରିମୀୟ 50:45
9 Referans Kwoze  

ତେଣୁ ସଦାପ୍ରଭୁ ଇଦୋମ ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ। ଶତ୍ରୁମାନେ ନିଶ୍ଚୟ ସେମାନଙ୍କୁ ଓ ପଲର ଛୁଆମାନଙ୍କୁ ଟାଣି ନେଇଯିବେ। ଯାହା ଘଟିଗଲା ପ୍ରତ୍ୟେକ ବ୍ୟକ୍ତି ସେଥିରେ ଚକିତ ହୋଇଯିବେ।


ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।


ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।


ହେ ଯିରୁଶାଲମ ନିବାସୀ, ତୁମ୍ଭେମାନେ କ‌‌ଲ୍‌‌ଦୀୟର ସମୁଦାୟ ସୈନ୍ୟଙ୍କୁ ପରାସ୍ତ କଲେ ହେଁ, ଅବଶିଷ୍ଟ ଆହତ ସୈନ୍ୟମାନେ ନିଜ ନିଜ ତମ୍ବୁରୁ ବାହାରି ଏହି ନଗରକୁ ଅଗ୍ନିରେ ଦ‌ଗ୍‌ଧ କରିବେ।’”


Swiv nou:

Piblisite


Piblisite