ଯିରିମୀୟ 50:46 - ପବିତ୍ର ବାଇବଲ46 ବାବିଲର ପତନ ଘଟିବ ଓ ସେହି ପତନରେ ପୃଥିବୀ ପ୍ରକମ୍ପିତ ହେବ। ପୃଥିବୀର ସମସ୍ତ ଗୋଷ୍ଠୀ ସେହି କ୍ରନ୍ଦନର ଶବ୍ଦ ଶୁଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)46 ବାବିଲ ଶତ୍ରୁହସ୍ତଗତ ହେବାର ଶଦ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି। Gade chapit laଓଡିଆ ବାଇବେଲ46 ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି। Gade chapit la |
ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।