ଯିରିମୀୟ 51:15 - ପବିତ୍ର ବାଇବଲ15 ସଦାପ୍ରଭୁ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନ ମଣ୍ଡଳ ବିସ୍ତାର କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ତଳ ବିସ୍ତାର କରିଅଛନ୍ତି। Gade chapit laଓଡିଆ ବାଇବେଲ15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି। Gade chapit la |
ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।