Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:17 - ପବିତ୍ର ବାଇବଲ

17 ମାତ୍ର ପ୍ରତ୍ୟେକ ଲୋକ ନିର୍ବୋଧ ଓ ଅଜ୍ଞାନ ଅଟନ୍ତି। ପରମେଶ୍ୱରଙ୍କ କ୍ରିୟା ସେମାନେ ଜାଣନ୍ତି ନାହିଁ। ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛନ୍ତି। କାରଣ ସେ ଛାଞ୍ଚ ଢଳା ପ୍ରତିମା ମିଥ୍ୟା ଓ ଜୀବନ୍ତ ନୁହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ଵର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ଵାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ଵାସବାୟୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

17 ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।

Gade chapit la Kopi




ଯିରିମୀୟ 51:17
12 Referans Kwoze  

ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


ସଦାପ୍ରଭୁ ସ୍ୱର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷେପ କରି ଦେଖନ୍ତି ଯେ, ଯଦି କେହି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ। ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ୱରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଗ୍ଭର କର। ଧ୍ୱଜା ଉଠାଇ ପ୍ରଗ୍ଭର କର ଓ ଗୋପନ ନ ରଖି କୁହ, ‘ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା; ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’


ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ ସେହିପରି ହେବେ!


ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ। ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।


Swiv nou:

Piblisite


Piblisite