Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:23 - ପବିତ୍ର ବାଇବଲ

23 ପୁଣି ତୁମ୍ଭ ମାଧ୍ୟମରେ ଆମ୍ଭେ ପାଳକ ଓ ତାହାର ପଲକୁ କୃଷକକୁ ଓ ତାହାର ହଳ ବଳଦକୁ ଏବଂ ଦେଶାଧ୍ୟକ୍ଷ ଓ ରାଜ୍ୟର ଅଧିପତିଗଣକୁ ଚୂର୍ଣ୍ଣ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ତୁମ୍ଭ ଦ୍ଵାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ଵାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।

Gade chapit la Kopi

ଓଡିଆ ବାଇବେଲ

23 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।

Gade chapit la Kopi




ଯିରିମୀୟ 51:23
3 Referans Kwoze  

ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦେଶାଧ୍ୟକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ପୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହେବେ ଓ କେବେ ଜାଗ୍ରତ ହେବେ ନାହିଁ।” ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ଆଉ ଆମ୍ଭେ ତୁମ୍ଭ ମାଧ୍ୟମରେ ପୁରୁଷ ଓ ସ୍ତ୍ରୀ, ବୃଦ୍ଧ ଓ ବାଳକ ଏବଂ ଯୁବକ ଓ ଯୁବତୀକୁ ଚୂର୍ଣ୍ଣ କରିବା।


ଆଉ ଆମ୍ଭେ ବାବିଲକୁ ଓ କ‌‌ଲ୍‌‌ଦୀୟ ନିବାସୀ ସମସ୍ତଙ୍କୁ ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟି ଗୋଚରରେ ସେମାନଙ୍କ କୃତ ସମସ୍ତ ଦୁଷ୍କର୍ମର ପ୍ରତିଫଳ ଦେବା।” ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite