ଯିରିମୀୟ 51:30 - ପବିତ୍ର ବାଇବଲ30 ବାବିଲର ସାହସୀ ଯୋଦ୍ଧାଗଣ ଯୁଦ୍ଧରୁ ଅବସର ନେଇଅଛନ୍ତି। ସେମାନେ ନିଜ ନିଜ ଗଡ଼ ମଧ୍ୟରେ ଅଛନ୍ତି। ସେମାନଙ୍କର ଶକ୍ତି ଦୁର୍ବଳ ହୋଇଅଛି। ସେମାନେ ଭୟଭୀତା ସ୍ତ୍ରୀଲୋକମାନଙ୍କ ପରି ହୋଇଛନ୍ତି। ସେମାନଙ୍କର ବାସସ୍ଥାନ ସବୁ ଦଗ୍ଧ ହୋଇଛି ଓ ସେମାନଙ୍କର ନଗର ଫାଟକର ଖିଡ଼ିକିସବୁ ଭଗ୍ନ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)30 ବାବିଲର ବୀରଗଣ ଯୁଦ୍ଧରୁ କ୍ଷା; ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀଗଣର ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି। Gade chapit laଓଡିଆ ବାଇବେଲ30 ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି। Gade chapit la |