ଯିରିମୀୟ 51:33 - ପବିତ୍ର ବାଇବଲ33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, “ବାବିଲ ଏକ ଶସ୍ୟ ମର୍ଦ୍ଦନ ଖଳା ସ୍ୱରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।” Gade chapit laପବିତ୍ର ବାଇବଲ (Re-edited) - (BSI)33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ଵରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ। Gade chapit laଓଡିଆ ବାଇବେଲ33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।” Gade chapit la |
“ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ। ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”
ଗ୍ରୀଷ୍ମକାଳୀନ ମଧ୍ୟାହ୍ନ ସମୟର ପ୍ରଚଣ୍ଡ ତା'ପରେ ଲୋକ ବିଶ୍ରାମ କରିବା ପରି, ଶସ୍ୟ ଛେଦନକାଳୀନ ଶିଶିର ଯୁକ୍ତ ମେଘପରି କ୍ଷାନ୍ତ ହୋଇ ନିରୀକ୍ଷଣ କରିବି। ତା'ପରେ ଭୟଙ୍କର ଘଟଣା ଘଟିବ। ଯଥା ସମୟରେ ଦ୍ରାକ୍ଷାଲତାରେ ଫୁଲ ଫୁଟିବ ଓ ନୂତନ ଦ୍ରାକ୍ଷାଲତା ଜନ୍ମିବ। ମାତ୍ର ଫଳ ଅମଳ ପୂର୍ବରୁ ଶତ୍ରୁମାନେ ଆସିବେ ଓ ଗଛଗୁଡ଼ିକୁ କାଟି ପକାଇବେ। ସେମାନେ ଶାଖାଗୁଡ଼ିକୁ କାଟି ଫିଙ୍ଗି ଦେବେ।