ଯିରିମୀୟ 51:52 - ପବିତ୍ର ବାଇବଲ52 ଏଣୁ ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେତେବେଳେ ଆମ୍ଭେ ତାହାର ଖୋଦିତ ମୂର୍ତ୍ତିଗୁଡ଼ିକୁ ପ୍ରତିଫଳ ଦେବା, ସେତେବେଳେ ଏହି ଦେଶର କ୍ଷତବିକ୍ଷତ ଲୋକମାନେ ଯନ୍ତ୍ରଣାରେ ଗଁ ଗଁ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)52 ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ। Gade chapit laଓଡିଆ ବାଇବେଲ52 ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ। Gade chapit la |