ଯିରିମୀୟ 51:62 - ପବିତ୍ର ବାଇବଲ62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ ତୁମ୍ଭେ ଏହାକୁ ବିନଷ୍ଟ କରିବ। ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବେ ନାହିଁ। ମାତ୍ର ତାହା ଚିରକାଳ ଧ୍ୱଂସ ସ୍ଥାନ ହୋଇ ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)62 ଆଉ କହିବ, ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ଵଂସସ୍ଥାନ ହେବ। Gade chapit laଓଡିଆ ବାଇବେଲ62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’ Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।