Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:63 - ପବିତ୍ର ବାଇବଲ

63 ପୁଣି ଏହା ପାଠ କରି ସାରିଲା ପରେ, ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

63 ପୁଣି, ଏହି ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ତେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;

Gade chapit la Kopi

ଓଡିଆ ବାଇବେଲ

63 ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍‍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

63 ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍‍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;

Gade chapit la Kopi




ଯିରିମୀୟ 51:63
4 Referans Kwoze  

ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସେହି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ: “ଏହିପରି ଭାବରେ ମହାନଗରୀ ବାବିଲକୁ ତଳକୁ ନିକ୍ଷେପ କରାଯିବ। ତାହାକୁ ଆଉ କେବେ କେହି ଦେଖି ପାରିବେ ନାହିଁ।


“ହେ ଯିରିମିୟ, ତୁମ୍ଭେ କଟି ଦେଶରେ ଯେଉଁ ପଟୁକା କିଣି ପିନ୍ଧିଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ ସେଠାସ୍ଥିତ ଏକ ପଥର ତଳେ ଲୁଗ୍ଭଇ ରଖ।”


ଏବଂ ତା'ପରେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଲୋକମାନଙ୍କୁ କ’ଣ କହିବା ପାଇଁ ଗ୍ଭହିଁଥିଲେ, ଯିରିମିୟ ତାହା କହିବା ଶେଷ କରୁ ନ କରୁଣୁ।


Swiv nou:

Piblisite


Piblisite