ଯିରିମୀୟ 52:1 - ପବିତ୍ର ବାଇବଲ1 ସିଦିକିୟ ଏକୋଇଶ ବର୍ଷ ବୟସରେ ଯିହୁଦାର ରାଜା ହେଲେ। ସେ ଯିରୁଶାଲମରେ ଏଗାର ବର୍ଷ ରାଜତ୍ୱ କଲେ। ତାହାର ମାତାର ନାମ ହମୂଟଲ ଓ ସେ ଲିବ୍ନା ନିବାସୀ ଯିରିମିୟଙ୍କ କନ୍ୟା ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୂଟଲ, ସେ ଲିବ୍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା। Gade chapit laଓଡିଆ ବାଇବେଲ1 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା। Gade chapit la |