Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:17 - ପବିତ୍ର ବାଇବଲ

17 ପୁଣି କ‌‌ଲ୍‌‌ଦୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳ ସ୍ତମ୍ଭ ସଦାପ୍ରଭୁଙ୍କ ଗୃହର ବୈଠିକିସବୁ ଓ ପିତ୍ତଳମୟ ସମୁଦ୍ର ରୂପା ପାତ୍ରକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ସବୁ ବାବିଲକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସବୁ ଓ ପିତ୍ତଳମୟ ସମୁଦ୍ର-ରୂପ ପାତ୍ର ଖଣ୍ତ ଖଣ୍ତ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ର ରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।

Gade chapit la Kopi




ଯିରିମୀୟ 52:17
12 Referans Kwoze  

ବର୍ତ୍ତମାନ ସଦାପ୍ରଭୁ ଯିହୋୟାକୀମ୍‌‌‌କୁ ପରାସ୍ତ କରିବା ପାଇଁ ନବୂଖ‌ଦ୍‌ନିତ୍ସରଙ୍କୁ ଅନୁମତି ଦେଲେ ଏବଂ ସେ କିଛି ପାତ୍ର ପରମେଶ୍ୱରଙ୍କ ମନ୍ଦିରରୁ ନେଇଗଲେ। ସେ ଶିନିୟର ଭୂମିକୁ ସବୁଗୁଡ଼ିକୁ ବହନ କରି ନେଲେ ଏବଂ ଆରଣା ଦେବତାମାନଙ୍କ ମନ୍ଦିର ଭଣ୍ତାରଗୃହରେ ସେସବୁ ରଖି ଦେଲେ।


ତାହାର ସମସ୍ତ ବିପକ୍ଷମାନେ ସେମାନଙ୍କର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନେଇଗଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିରରେ ପ୍ରବେଶ କରିବାର ପର୍ଯ୍ୟବେକ୍ଷଣ କଲେ। ସେହି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମେଳନୀରେ ଯୋଗଦେବାକୁ ଆଦେଶ ଦେଇଥିଲେ।


ନବୂଖ‌ଦ୍‌ନିତ୍ସର ପରମେଶ୍ୱରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନେଇଗଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ୟ ବସ୍ତୁ ସବୁ ନେଇଗଲେ।


ସମୟ ଆସୁଛି ତୁମ୍ଭ ଗୃହରେ ଥିବା ସମସ୍ତ ଦ୍ରବ୍ୟ ଓ ଏ ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷଙ୍କ ସଞ୍ଚିତ ସମସ୍ତ ପଦାର୍ଥ ବାବିଲକୁ ନିଆଯିବ। ସଦାପ୍ରଭୁ କହନ୍ତି କୌଣସି ଜିନିଷ ଛଡ଼ା ଯିବ ନାହିଁ।


ଦୁଇଟି ଖମ୍ବ, ସଦୃଶ ଡବା ଏବଂ କଂସାର ବାରଟି ବୃଷଭ, ଏହାକୁ ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ନିର୍ମାଣ କରିଥିଲେ। ଏହିସବୁ ଜିନିଷରେ ବ୍ୟବହୃତ ହୋଇଥିବା କଂସାର ଓଜନ ବହୁତ ଅଧିକ ଥିଲା।


ତ୍ୱରଣଟିର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ ବାର ହାତ ଥିଲା। ଦଶ ଗୋଟି ପାହାଚ ତ୍ୱରଣକୁ ଯାଇଥିଲା। ଉଭୟ ପାର୍ଶ୍ୱର ପ୍ରତ୍ୟେକ କାନ୍ଥ ପାଇଁ ଦୁଇଟି ଲେଖାଏଁ ସ୍ତମ୍ଭ ଥିଲା। ଗୋଟିଏ କାନ୍ଥରେ ଗୋଟିଏ ସ୍ତମ୍ଭ ଥିଲା।


Swiv nou:

Piblisite


Piblisite