Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:23 - ପବିତ୍ର ବାଇବଲ

23 ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା। ଜାଲିକର୍ମର ଉପରେ ଗ୍ଭରିଆଡ଼େ ଏକ ଶହ ଡାଳିମ୍ବାକୃତି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପାର୍ଶ୍ଵରେ ଛୟାନବେ ଡାଳିମ୍ଵ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକଶତ ଡାଳିମ୍ଵାକୃତି ଥିଲା।

Gade chapit la Kopi

ଓଡିଆ ବାଇବେଲ

23 ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା।

Gade chapit la Kopi




ଯିରିମୀୟ 52:23
2 Referans Kwoze  

ଆଉ ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ତାଳି ଥିଲା ଓ ସେଗୁଡ଼ିକ ପାତ୍ର ଆକୃତି ଜାଲିର ଉପରକୁ ଥିଲା। ଅନ୍ୟ ମୁଣ୍ତାଳିରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ 200ଟି ଡାଳିମ୍ବାକୃତି ଥିଲା।


ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣର ଡାଳିମ୍ବ କରିବ। ଆଉ ଗ୍ଭରି ଦିଗରେ ତହିଁ ମଧ୍ୟରେ ସ୍ୱର୍ଣ୍ଣଘଣ୍ଟି ରହିବ।


Swiv nou:

Piblisite


Piblisite