ଯିରିମୀୟ 52:30 - ପବିତ୍ର ବାଇବଲ30 ପୁଣି ନବୂଖଦ୍ନିତ୍ସରର ରାଜତ୍ୱର ତ୍ରୟୋବିଂଶ ବର୍ଷରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସାତ ଶହ ପଇଁଗ୍ଭଳିଶ୍ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା। ସବୁ ମିଶି ଗ୍ଭରି ସହସ୍ର ଛଅ ଶହ ଲୋକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ନବୂଖଦ୍ନିତ୍ସରର ଅଧିକାରର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ୍ ଜଣ ଯିହୁଦୀଙ୍କି ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼଶତ ଲୋକ ଥିଲେ। Gade chapit laଓଡିଆ ବାଇବେଲ30 ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛ’ ଶତ ଲୋକ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ। Gade chapit la |