Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:34 - ପବିତ୍ର ବାଇବଲ

34 ଏହା ପରେ ଯିହୋୟାଖୀନ୍ ବାବିଲର ରାଜାମାନଙ୍କଠାରୁ ପ୍ରତିଦିନ ସୁବିଧା ପାଇଲେ। ଏହା ତାଙ୍କର ମୃତ୍ୟୁ ପର୍ଯ୍ୟନ୍ତ ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି, ତାହାର ଦିନପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା।

Gade chapit la Kopi

ଓଡିଆ ବାଇବେଲ

34 ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା।

Gade chapit la Kopi




ଯିରିମୀୟ 52:34
5 Referans Kwoze  

ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ଓ ତୁମ୍ଭର ସେବକଗଣ ତୁମ୍ଭମାନଙ୍କର ମୁନିବର ନାତୀ ମଫୀବୋଶତଙ୍କ ପାଇଁ ଏହି ଜମିକୁ ଗ୍ଭଷ କରିବ ଓ ସେଥିରୁ ଉତ୍ପନ୍ନ ଶସ୍ୟ ଆଣି ତାଙ୍କୁ ଦେବ। କିନ୍ତୁ ସେ ମୋ’ ସହିତ ସବୁ ବେଳେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଗ୍ଭକର ଥିଲେ।


ଆମ୍ଭେମାନେ ଆବଶ୍ୟକ କରୁଥିବା ଖାଦ୍ୟ ଆମ୍ଭକୁ ଦିଅ।


ଆମ୍ଭର ପ୍ରତିଦିନର ଖାଦ୍ୟ ତୁମ୍ଭେ ଦିଅ।


ତେଣୁ ଅବଶିଷ୍ଟ ସମୟ ତାଙ୍କ ଜୀବନର ପ୍ରତିଦିନ। ତାଙ୍କର ସମସ୍ତ ଭୋଜନ ଇବିଲ-ମରୋଦକ୍ ରାଜାଙ୍କ ଦ୍ୱାରା ଯିହୋୟାଖୀନଙ୍କୁ ଦିଆଗଲା।


ଅଥବା ତୁମ୍ଭେ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟ ନିକଟକୁ ଫେରିଯାଅ। ବାବିଲର ରାଜା ତାକୁ ଯିହୁଦାର ଶାସନକର୍ତ୍ତା ରୂପେ ନିଯୁକ୍ତ କରିଅଛି। ତୁମ୍ଭେ ତାଙ୍କ ସହିତ ବାସ କର କିଅବା ଯେକୌଣସି ସ୍ଥାନକୁ ଯିବାକୁ ଇଚ୍ଛା କରୁଛ ସେ ସ୍ଥାନକୁ ଯାଅ।” ତା'ପରେ ନବୂଷରଦନ୍ ଯିରିମିୟଙ୍କୁ କିଛି ଖାଦ୍ୟ ଓ ପାରିତୋଷିକ ଦେଇ ବିଦାୟ କଲେ।


Swiv nou:

Piblisite


Piblisite