Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:5 - ପବିତ୍ର ବାଇବଲ

5 ସିଦିକିୟ ରାଜାର ଏଗାର ବର୍ଷ ପର୍ଯ୍ୟନ୍ତ ବାବିଲ ସୈନ୍ୟଙ୍କ ଦ୍ୱାରା ଯିରୁଶାଲମ ନଗର ଅବରୁଦ୍ଧ ହୋଇ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ସିଦିକୀୟ ରାଜାର ଅଧିକାରର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।

Gade chapit la Kopi

ଓଡିଆ ବାଇବେଲ

5 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।

Gade chapit la Kopi




ଯିରିମୀୟ 52:5
2 Referans Kwoze  

ସେମାନଙ୍କର ସୈନ୍ୟବାହିନୀ ସିଦିକିୟ ରାଜାଙ୍କ ଏକାଦଶ ବର୍ଷ ରାଜତ୍ୱ କାଳ ପର୍ଯ୍ୟନ୍ତ ଯିରୁଶାଲମକୁ ଅବରୋଧ କରି ଘେରି ରଖିଲେ।


ଅନନ୍ତର ଏକାଦଶ ବର୍ଷର ତୃତୀୟ ମାସ ଜୁନ୍‌ର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,


Swiv nou:

Piblisite


Piblisite