ଯିରିମୀୟ 52:9 - ପବିତ୍ର ବାଇବଲ9 ତା'ପରେ ସେମାନେ ଧରିଥିବା ରାଜାଙ୍କୁ ହମାତ୍ ଦେଶସ୍ଥ ରିବ୍ଲାକୁ ନେଇଗଲେ। ତା'ପରେ ସେଠାରେ ରାଜା ତା’ ଉପରେ ଦଣ୍ଡ ବିଧାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା କତିକି ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ତାଜ୍ଞା କଲା। Gade chapit laଓଡିଆ ବାଇବେଲ9 ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା। Gade chapit la |
ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ଖଡ଼୍ଗରେ ବଧ କରିବେ।’