ଯିରିମୀୟ 6:1 - ପବିତ୍ର ବାଇବଲ1 ହେ ବିନ୍ୟାମୀନ ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୁଶାଲମରୁ ପଳାୟନ କର। ତିକୋୟ ନଗରରେ ତୂରୀ ବଜାଅ ଓ ବୈଥ୍ହକେରମରେ ଧ୍ୱଜା ଟେକ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି। Gade chapit laଓଡିଆ ବାଇବେଲ1 ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।