ଯିରିମୀୟ 6:13 - ପବିତ୍ର ବାଇବଲ13 “ଇସ୍ରାଏଲର ଛୋଟରୁ ବଡ଼ ପର୍ଯ୍ୟନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକ ମିଥ୍ୟାଗ୍ଭରୀ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି। Gade chapit laଓଡିଆ ବାଇବେଲ13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 “ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି। Gade chapit la |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।
ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟଦ୍ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।