ଯିରିମୀୟ 6:14 - ପବିତ୍ର ବାଇବଲ14 ଯଦିଓ ଆମ୍ଭର ଲୋକମାନେ ଗମ୍ଭୀର ଭାବରେ ଆଘାତପ୍ରାପ୍ତ ହୋଇ ଅଛନ୍ତି, ସେମାନେ ଏହା କହି ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ଏଠାରେ ‘ଶାନ୍ତି’ ଅଛି, ଯେତେବେଳେ ସେଠାରେ ଆଦୌ ଶାନ୍ତି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି। Gade chapit laଓଡିଆ ବାଇବେଲ14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି। Gade chapit la |
ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟଦ୍ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।