ଯିରିମୀୟ 6:17 - ପବିତ୍ର ବାଇବଲ17 ଆମ୍ଭେ ତୁମ୍ଭମାନଙ୍କ ଉଦ୍ଦେଶ୍ୟରେ ପ୍ରହରୀ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ।’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବୁ ନାହିଁ।’ Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ତୂରୀର ଶଦ୍ଦ ଶୁଣ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଶୁଣିବା ନାହିଁ। Gade chapit laଓଡିଆ ବାଇବେଲ17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’ Gade chapit la |
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା'ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।